Saturday, October 10, 2026
21.6 C
Odisha

    ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି।କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ  ବବି ଦାସଙ୍କ ମା’।

    ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    83 %
    1kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ