Tuesday, March 3, 2026
30.7 C
Odisha

    ବିଜେଡି ସାଂସଦଙ୍କୁ ନୂଆ ଦାୟିତ୍ୱ । ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ୱ…

    ଆଗକୁ ପଢନ୍ତୁ

    ବିଜେଡି ସାଂସଦଙ୍କୁ ଦିଆଯାଇଛି ନୂଆ ଦାୟିତ୍ୱ । ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲେ ସାଂସଦ ମାନସ ମଙ୍ଗରାଜ । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ରହିଛି ୭ଟି ବିଧାନସଭା ଆସନ । ପୂର୍ବରୁ ବ୍ରହ୍ମପୁର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିଲେ ମାନସ ମଙ୍ଗରାଜ ।ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି ଦାୟିତ୍ୱ ମିଳିଛି । ଗୌତମ ବୁଦ୍ଧ ଦାସଙ୍କୁ ଦେବଗଡ ଜିଲ୍ଲା ଦାୟିତ୍ୱ । ସେହିଭଳି ଅମରେଶ ଜେନାଙ୍କୁ ମିଳିଛି ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ