Thursday, April 2, 2026
26.4 C
Odisha

    ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା : ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି । ତୁରନ୍ତ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି। ପୋଲିସ ଅପାରଗତାକୁ ଦାୟୀ କରିଛି ଦଳ। ପୋଲିସ FIR ରୁଜୁ କରିଥିଲେ ଛାତ୍ରୀଜଣକ ଏପରି ଚରମ ପଦକ୍ଷେପ ନେଇନଥାନ୍ତେ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ।

    FIR ରୁଜୁ କରି ତଦନ୍ତ କରିଥିଲେ ଅପରାଧୀଙ୍କ ମନରେ ଭୟ ରହିଥାନ୍ତା । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ସେ ଅଭିଯୋଗ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.4 ° C
    26.4 °
    26.4 °
    49 %
    2.1kmh
    0 %
    Wed
    27 °
    Thu
    40 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ