Friday, January 30, 2026
16.7 C
Odisha

    ନୂଆ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଓଡ଼ିଶା ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥିସହ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଶ୍ରୀ ଦାସ ଅଭିନନ୍ଦନ ଜଣାଇଛନ୍ତି। ଟ୍ୱିଟ୍‌ କରି ଶ୍ରୀ ଦାସ କହିଛନ୍ତି ଯେ ଓଡିଶାବାସୀଙ୍କ ଆଶା, ଆକାଂକ୍ଷା ପୂରଣ କରିବାରେ ନୂଆ ନେତୃତ୍ୱ କାର୍ଯ୍ୟ କରିବ ବୋଲି ମୋର ଆଶା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.7 ° C
    16.7 °
    16.7 °
    79 %
    1.8kmh
    83 %
    Fri
    31 °
    Sat
    32 °
    Sun
    32 °
    Mon
    33 °
    Tue
    32 °

    ସମ୍ବନ୍ଧିତ