Sunday, October 11, 2026
24.3 C
Odisha

    ନୂଆ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଓଡ଼ିଶା ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥିସହ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଶ୍ରୀ ଦାସ ଅଭିନନ୍ଦନ ଜଣାଇଛନ୍ତି। ଟ୍ୱିଟ୍‌ କରି ଶ୍ରୀ ଦାସ କହିଛନ୍ତି ଯେ ଓଡିଶାବାସୀଙ୍କ ଆଶା, ଆକାଂକ୍ଷା ପୂରଣ କରିବାରେ ନୂଆ ନେତୃତ୍ୱ କାର୍ଯ୍ୟ କରିବ ବୋଲି ମୋର ଆଶା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    76 %
    1.6kmh
    3 %
    Sun
    24 °
    Mon
    30 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ