Monday, September 21, 2026
28.3 C
Odisha

    ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରନ୍ତୁ : ଅରୁଣ

    ଆଗକୁ ପଢନ୍ତୁ

    ବିଧାନସଭା ଶୂନ୍ୟକାଳରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପ୍ରୋସିଡିଂରୁ ଗତ ୨୩ ତାରିଖରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଦେଇଥିବା ବିରୋଧୀ ଦଳ ନେତାଙ୍କୁ ‘ଗିରଫ କରାଯାଉ’ ବୟାନ ହଟାଇବାକୁ ଦାବି କରିଥିଲେ ଅରୁଣ ସାହୁ । ନଚେତ ଯଦି ସାହସ ଅଛି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରନ୍ତୁ ବୋଲି ଅରୁଣ କହିଥିଲେ । ଏହାର ଜବାବ ଦେଇ ସଂସଦୀୟ ମନ୍ତ୍ରୀ କହିଛନ୍ତି, ମୁଁ କୌଣସି ଅସାମ୍ବିଧାନିକ ଶବ୍ଦ ବ୍ୟବହାର କରିନାହିଁ । ବିରୋଧୀ ଦଳ ନେତାଙ୍କ ସମ୍ମାନ ହାନି ହେଲା ଭଳି କିଛି କଥା କହିନାହିଁ। ତାଙ୍କର କୌଣସି ମନ୍ଦ ଉଦ୍ଦେଶ୍ୟ ନଥିଲା ବୋଲି କହିଛନ୍ତି ମୁକେଶ ମହାଲିଙ୍ଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.3 ° C
    28.3 °
    28.3 °
    77 %
    1.9kmh
    90 %
    Mon
    29 °
    Tue
    28 °
    Wed
    28 °
    Thu
    24 °
    Fri
    28 °

    ସମ୍ବନ୍ଧିତ