Tuesday, July 8, 2025
23.6 C
Odisha

    ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରନ୍ତୁ : ଅରୁଣ

    ଆଗକୁ ପଢନ୍ତୁ

    ବିଧାନସଭା ଶୂନ୍ୟକାଳରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପ୍ରୋସିଡିଂରୁ ଗତ ୨୩ ତାରିଖରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଦେଇଥିବା ବିରୋଧୀ ଦଳ ନେତାଙ୍କୁ ‘ଗିରଫ କରାଯାଉ’ ବୟାନ ହଟାଇବାକୁ ଦାବି କରିଥିଲେ ଅରୁଣ ସାହୁ । ନଚେତ ଯଦି ସାହସ ଅଛି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରନ୍ତୁ ବୋଲି ଅରୁଣ କହିଥିଲେ । ଏହାର ଜବାବ ଦେଇ ସଂସଦୀୟ ମନ୍ତ୍ରୀ କହିଛନ୍ତି, ମୁଁ କୌଣସି ଅସାମ୍ବିଧାନିକ ଶବ୍ଦ ବ୍ୟବହାର କରିନାହିଁ । ବିରୋଧୀ ଦଳ ନେତାଙ୍କ ସମ୍ମାନ ହାନି ହେଲା ଭଳି କିଛି କଥା କହିନାହିଁ। ତାଙ୍କର କୌଣସି ମନ୍ଦ ଉଦ୍ଦେଶ୍ୟ ନଥିଲା ବୋଲି କହିଛନ୍ତି ମୁକେଶ ମହାଲିଙ୍ଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.6 ° C
    23.6 °
    23.6 °
    89 %
    4.1kmh
    100 %
    Tue
    27 °
    Wed
    27 °
    Thu
    27 °
    Fri
    30 °
    Sat
    29 °

    ସମ୍ବନ୍ଧିତ