Sunday, October 4, 2026
29.6 C
Odisha

    ଆରମ୍ଭ ହେଲା ବିଜେଡିର ଟିକେଟ୍ କସରତ ପ୍ରକ୍ରିୟା

    ଆଗକୁ ପଢନ୍ତୁ

    ପୁରୀରୁ ଆରମ୍ଭ ହେଲା ବିଜେଡିର ଟିକେଟ୍ କସରତ । ନବୀନ ନିବାସରେ ପହଂଚିଛନ୍ତି ପୁରୀ ସଂସଦୀୟ କ୍ଷେତ୍ରର ନେତା । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସୁଛି । ନୟାଗଡ଼ ବିଧାୟକ ଅରୁଣ ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, ପିପିଲି ବିଧାୟକ ରୁଦ୍ର ମହାରଥୀ ନବୀନ ନିବାସରେ ପହଂଚିଛନ୍ତି । ସଂଜୟ ଦାସବର୍ମା ଓ ଶୁଭାଶିଷ ଖୁଣ୍ଟିିଆ ମଧ୍ୟ ନବୀନ ନିବାସ ଯାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ