Sunday, April 5, 2026
24.6 C
Odisha

    ରାଜ୍ୟ ମୋର୍ଚ୍ଚା ପ୍ରଭାରୀ ନାମ ତାଲିକା ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର ତା.୧୮/୦୧: ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାଜ୍ୟର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀ ନାମ ତାଲିକା ଘୋଷଣା କରାଯାଇଛି ।
    ଯୁବ ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ; ମହିଳା ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର; ଓବିସି ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ତଥା ବିଧାୟକ ଶ୍ରୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର; କୃଷକ ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ପ୍ରସାଦ ମହାପାତ୍ର; ଅନୁସୁଚିତ ଜାତି (ଏସ୍‌ସି) ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ସଂପାଦକ ଶ୍ରୀ ରମେଶ ସାହୁ ଏବଂ ଅନୁସୁଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଅଛି ବୋଲି ପ୍ରେସ୍ ବାର୍ତା ଜରିଆରେ ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    59 %
    1.3kmh
    100 %
    Sun
    36 °
    Mon
    38 °
    Tue
    38 °
    Wed
    39 °
    Thu
    39 °

    ସମ୍ବନ୍ଧିତ