Sunday, December 14, 2025
13.8 C
Odisha

    ବିଜେପି-କଂଗ୍ରେସ ମୁହାଁମୁହିଁ : ରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ ଛକ

    ଆଗକୁ ପଢନ୍ତୁ

    ମାଷ୍ଟର କ୍ୟାଣ୍ଟିନରେ ବିଜେପି ଓ ଛାତ୍ର କଂଗ୍ରେସ ମୁହାଁମୁହିଁ। କଂଗ୍ରେସ ଭବନ ସମ୍ମୁଖରେ ବିଜେପି ଯୁବ ମୋର୍ଚ୍ଚା ଓ କଂଗ୍ରେସ କର୍ମୀ ମୁହଁ ମୁଁହି ହେବା ସହ କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ଗୋବର ମାଡ କରିଛି ବିଜେପି ଯୁବ ମୋର୍ଚ୍ଚା। ଏହାକୁ ବିରୋଧ କରି କଂଗ୍ରେସ ଯୁବ ସଂଘଠନ ତରଫରୁ ବି ପାଣି ଓ କାଦୁଅ ମାଡ଼ ହୋଇଥିଲା। ଏହାପରେ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ପଥର ଫିଙ୍ଗାଫିଙ୍ଗି ହେବାରୁ ୭ ଜଣଙ୍କ ମୁଣ୍ଡ ଫାଟିଥିବା ସୂଚନା ମିଳିଛି । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କଂଗ୍ରେସର ଆକ୍ରମଣରେ ବିଜେପି ଯୁବମୋର୍ଚ୍ଚାର ମୁଣ୍ଡ ଫାଟିଥିବା ଅଭିଯୋଗ । ଏନେଇ କ୍ୟାପିଟାଲ ଥାନାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏତଲା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.8 ° C
    13.8 °
    13.8 °
    54 %
    1.4kmh
    3 %
    Sat
    14 °
    Sun
    27 °
    Mon
    28 °
    Tue
    28 °
    Wed
    28 °

    ସମ୍ବନ୍ଧିତ