Tuesday, May 19, 2026
30.9 C
Odisha

    ବିଜେପି-କଂଗ୍ରେସ ମୁହାଁମୁହିଁ : ରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ ଛକ

    ଆଗକୁ ପଢନ୍ତୁ

    ମାଷ୍ଟର କ୍ୟାଣ୍ଟିନରେ ବିଜେପି ଓ ଛାତ୍ର କଂଗ୍ରେସ ମୁହାଁମୁହିଁ। କଂଗ୍ରେସ ଭବନ ସମ୍ମୁଖରେ ବିଜେପି ଯୁବ ମୋର୍ଚ୍ଚା ଓ କଂଗ୍ରେସ କର୍ମୀ ମୁହଁ ମୁଁହି ହେବା ସହ କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ଗୋବର ମାଡ କରିଛି ବିଜେପି ଯୁବ ମୋର୍ଚ୍ଚା। ଏହାକୁ ବିରୋଧ କରି କଂଗ୍ରେସ ଯୁବ ସଂଘଠନ ତରଫରୁ ବି ପାଣି ଓ କାଦୁଅ ମାଡ଼ ହୋଇଥିଲା। ଏହାପରେ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ପଥର ଫିଙ୍ଗାଫିଙ୍ଗି ହେବାରୁ ୭ ଜଣଙ୍କ ମୁଣ୍ଡ ଫାଟିଥିବା ସୂଚନା ମିଳିଛି । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କଂଗ୍ରେସର ଆକ୍ରମଣରେ ବିଜେପି ଯୁବମୋର୍ଚ୍ଚାର ମୁଣ୍ଡ ଫାଟିଥିବା ଅଭିଯୋଗ । ଏନେଇ କ୍ୟାପିଟାଲ ଥାନାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏତଲା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.9 ° C
    30.9 °
    30.9 °
    47 %
    1kmh
    12 %
    Tue
    43 °
    Wed
    45 °
    Thu
    46 °
    Fri
    45 °
    Sat
    45 °

    ସମ୍ବନ୍ଧିତ