Sunday, September 20, 2026
28.5 C
Odisha

    ଦିଲ୍ଲୀରେ ମନମୋହନ ସାମଲ ; ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବଢ଼ିଲା ରାଜନୈତିକ ଚର୍ଚ୍ଚା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ମନମୋହନ ଏବଂ କେଭି ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ ବଢ଼ାଇଲା ଚର୍ଚ୍ଚା । ଆସନ୍ତା ୪ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଠିକ୍ ଏହା ପୂର୍ବରୁ ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ ଓଡ଼ିଶାରେ ସରକାର ଆଉ ଦଳୀୟ ସଙ୍ଗଠନ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ । ଏହାରି ଭିତରେ ନୂଆଦିଲ୍ଲୀରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ଆଲୋଚନା କରିଚନ୍ତି । ଏହାକୁ ନେଇ କେଭି ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.5 ° C
    28.5 °
    28.5 °
    72 %
    2.1kmh
    70 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ