Monday, July 13, 2026
27.3 C
Odisha

    ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା ମହାନ୍ତ । ଆଜି ବିଧିବଦ୍ଧ ଭାବେ ସାର୍ଟିଫିକେଟ୍ ନେଇଛନ୍ତି । ଆଜି ସ୍ବାଧୀନ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବା ପରେ ସେ ଏକାମାତ୍ର ପ୍ରାର୍ଥୀ ଥିଲେ । ଆଉ ନିର୍ବାଚନର ଆବଶ୍ୟକତା ପଡିନାହିଁ । କିନ୍ତୁ ବିଜେପିର ଦୁଇ ପ୍ରାର୍ଥୀ ନାମାଙ୍କନ କରିବା, ପରେ ପ୍ରତ୍ୟାହାର କରିବାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    69 %
    2.4kmh
    90 %
    Sun
    27 °
    Mon
    34 °
    Tue
    27 °
    Wed
    31 °
    Thu
    34 °

    ସମ୍ବନ୍ଧିତ