Saturday, March 21, 2026
26.1 C
Odisha

    ପୁଣି ବୋମା ଆତଙ୍କ: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ବିମାନରେ ବୋମା ଥିବା ନେଇ ଧମକ ମିଳିବା ପରେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନର ଜରୁରୀ ଅବତରଣ କରାଯାଇଛି।
    ତେବେ ବିମାନର ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବୋମା ଆତଙ୍କ ପରେ ସୁରକ୍ଷାକର୍ମୀମାନେ ବିମାନରେ ତଲାସୀ ଆରମ୍ଭ କରିଥିଲେ। ତେବେ କୌଣସି ବୋମାର ସନ୍ଧାନ ମିଳିପାରି ନାହିଁ । ଗତ କିଛି ଦିନ ହେବ ଲଗାତାର ବିଭିନ୍ନ ବିମାନକୁ ବୋମା ଧମକ ମିଳି ଆସୁଛି। ଏଥିଲାଗି ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    39 %
    0.7kmh
    81 %
    Sat
    25 °
    Sun
    33 °
    Mon
    35 °
    Tue
    38 °
    Wed
    38 °

    ସମ୍ବନ୍ଧିତ