Tuesday, April 7, 2026
27.6 C
Odisha

    ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି ।
    ପୁଣି ଥରେ ଲକ୍ଷ୍ମୀ ବସକୁ ରାଜ୍ୟ ସରକାର ବ୍ଲକ ଠାରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି । ଏହାକୁ ବିରୋଧ କରିଛି ଘରୋଇ ବସ୍ ମାଲିକ ସଂଘ। ଏହା ଦ୍ୱାରା ସରକାର କ୍ଷତି ସହିବେ ବୋଲି ଘରୋଇ ବସ୍ ମାଲିକ ସଂଘ କହିଛି । ଏଥିଲାଗି ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ବୋଲି କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    54 %
    3kmh
    66 %
    Tue
    29 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ