Monday, September 21, 2026
27.9 C
Odisha

    ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍: ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରଥଯାତ୍ରା ଉପଲକ୍ଷେ ପରିବହନ ଭବନରେ ବିଭାଗୀୟ ସଚିବ, ଓଏସଆରଟିସି ଅଧିକାରୀଙ୍କ ଉପସ୍ଥିତିରେ ସମୀକ୍ଷା ହୋଇଛି। ତିନି ଘଣ୍ଟାରୁ ଅଧିକ ସମୟ ଧରି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କଲେ ମନ୍ତ୍ରୀ। ଅଧିକ ଇଲେକ୍ଟ୍ରିକ ବସ ଚଳାଚଳକୁ ଗୁରୁତ୍ୱ। ପରିବେଶ ସୁରକ୍ଷା ପାଇଁ ଅଧିକ ଇଲେକ୍ଟ୍ରିକ ବସ ଚଳାଇବା ଉପରେ ଗୁରୁତ୍ୱ। ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍। ଦେଶର ପ୍ରମୁଖ ଧର୍ମସ୍ଥଳୀକୁ ମଧ୍ୟ ବସ ଚଳାଚଳ ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଅଯୋଧ୍ୟା, ବୃନ୍ଦାବନ, ତିରୁପତି, ମହାକାଳେଶ୍ୱର, ବାରଣାସୀକୁ ଓଡ଼ିଶାରୁ ଚାଲିବ ବସ। ରାଜ୍ୟର ବିଭିନ୍ନ ସ୍ଥାନରୁ ଏସବୁ ତୀର୍ଥକ୍ଷେତ୍ରକୁ ଗଡିବ ବସ। ବସ ସେବା ଲୋକଙ୍କୁ ଦିଆଯିବ। ଲକ୍ଷ୍ମୀ ବସ ସମ୍ପର୍କରେ ତର୍ଜମା ଚାଲିଛି। ବସ ସେବା ସମସ୍ତଙ୍କୁ ମିଳିବ। ରାଜ୍ୟର ସବୁ ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ କରିବା କୁବିଭାଗ ଯୋଜନା କରୁଥିବା କହିଛନ୍ତି ପରିବହନ ମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.9 ° C
    27.9 °
    27.9 °
    75 %
    1.5kmh
    98 %
    Mon
    29 °
    Tue
    28 °
    Wed
    28 °
    Thu
    24 °
    Fri
    24 °

    ସମ୍ବନ୍ଧିତ