Saturday, July 4, 2026
25.3 C
Odisha

    ବିବାହ ସିଜିନ୍ ପାଇଁ ମହଙ୍ଗା ହେଲା ସୁନା ଦର, ନଜର ପକାନ୍ତୁ ଆଜିର ମୂଲ୍ୟ ଉପରେ

    ଆଗକୁ ପଢନ୍ତୁ

    ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୭୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୭୮୦ ଟଙ୍କା ହୋଇଛି ।,

    ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୦,୯୦୦ ଟଙ୍କା ଓ ୭୭ ,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୪୫୦ ଟଙ୍କା ଓ ୭୭ ,୯୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୦,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୦,୯୦୦ ଟଙ୍କା ଓ ୭୭,୩୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୦୦୦ ହଜାର ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    25.3 ° C
    25.3 °
    25.3 °
    93 %
    2.4kmh
    100 %
    Sat
    25 °
    Sun
    26 °
    Mon
    28 °
    Tue
    31 °
    Wed
    31 °

    ସମ୍ବନ୍ଧିତ