Wednesday, February 5, 2025
34.5 C
Odisha

    ସାରାଦେଶରେ ଲାଗୁ ହେଲା ସମାନ ନାଗରିକତା ସଂଶୋଧନ ଅଧିନିୟମ, ଅଣ ହିନ୍ଦୁଙ୍କୁ ମିଳିବ ନାଗରିକତ୍ୱ ।

    ଆଗକୁ ପଢନ୍ତୁ

    ସାଧାରଣ ନିର୍ବାଚନ ପୂର୍ବରୁ ମୋଦି ସରକାର ଆଉ ଏକ ମାଷ୍ଟରଷ୍ଟ୍ରୋକ ମାରିଛନ୍ତି । ଆଜିଠାରୁ ଲାଗୁ ହୋଇଛି ସିଏଏ ବା ନାଗରିକତା ସେଂଶୋଧନ ଆଇନ । ଏ ନେଇ ଆଜି ବିଜ୍ଞପ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ଏହି ଆଇନ ଲାଗୁ ହେଲେ ଭାରତରେ ରହୁଥିବା ପଡୋଶୀ ୩ଟି ଦେଶର ସଂଖ୍ୟାଲଘୁ ଭାରତର ନାଗରିକ ହୋଇପାରିବେ । ଏଥିପାଇଁ ଅନଲାଇନରେ ଆବେଦନ କରିବାକୁ ପଡିବ । ୨୦୧୯ ଲୋକସଭା ନିର୍ବାଚନ ପୁର୍ବରୁ ଘୋଷଣାପତ୍ରରେ ସିଏଏକୁ ସାମିଲ କରିଥିଲା ବିଜେପି । ଏହାକୁ ଦଳ ବଡ ପ୍ରସଙ୍ଗ କରିଥିଲା ଲୋକସଭା ନିର୍ବାଚନ ପୂର୍ବରୁ ସିଏଏ ଲାଗୁ ହେବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ । ଆଉ ଏଥିଲାଗି କେନ୍ଦ୍ର ସରକାର ବିଜ୍ଞପ୍ତି ଆଣି ସିଏଏ ଲାଗୁ କରିଛନ୍ତି । ନାଗରିକାତ ସଂଶୋଧନ ଆଇନରେ ମୁସଲମାନଙ୍କୁ ବାଦ ଦେଲେ ୩ ମୁସଲମାନ ବହୁଳ ପଡୋଶୀ ଦେଶ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନ ଆସିଥିବା ସଂଖ୍ୟାଲଘୁୁ ଭାରତୀୟ ନାଗରିକ ହୋଇପାରିବେ । ଏଥିପାଇଁ ୧୯୫୫ର ଆଇନର ସଂଶୋଧନ କରାଯାଇଛି । ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଯେଉଁ ଶରଣାର୍ଥୀ ଆସିଛନ୍ତି ସେମାନେ ଭାରତୀୟ ନାଗରିକ ହୋଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    18 %
    3.6kmh
    89 %
    Wed
    33 °
    Thu
    35 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ