Saturday, February 14, 2026
27.6 C
Odisha

    ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଜାଣନ୍ତୁ କେବେଠୁ ଆବେଦନ

    ଆଗକୁ ପଢନ୍ତୁ

    ପୁରୀ,୧୮।୨: ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ। ଅନ୍ୟପକ୍ଷେ ଫେବୃଆରୀ ୨୧ ତାରିଖରୁ ଅନ୍‌ଲାଇନ୍‌ରେ ଟେଣ୍ଡର ଆବେଦନ କରାଯିବ। ବନ୍ଦର ନିର୍ମାଣ କାର୍ଯ୍ୟ ଶେଷ ପାଇଁ ୧୦୯୫ ଦିନ ବା ୩ ବର୍ଷ ଧାର୍ଯ୍ୟ କରାଯାଇଛି। ଇଡ୍‌କୋ ପକ୍ଷରୁ ୨୨୦୩ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    24 %
    1.2kmh
    80 %
    Sat
    31 °
    Sun
    33 °
    Mon
    34 °
    Tue
    34 °
    Wed
    35 °

    ସମ୍ବନ୍ଧିତ