Sunday, April 28, 2024
32 C
Odisha

    କରନ୍ତୁ ଉପବାସ; ନିହାତି ମିଳିବ ଏହାର ଫାଇଦା

    ଆଗକୁ ପଢନ୍ତୁ

    ହିନ୍ଦୁ ଧର୍ମରେ କୌଣସି ନା କୌଣସି ପୂଜା ପର୍ବ ବର୍ଷ ବର୍ଷ ଧରି ଚାଲିଥାଏ । ଏହାର ଅନେକ ଗୁଡିଏ ଲାଭ ମଧ୍ୟ କୁହାଯାଇଛି । ମେଡିକାଲ ସାଇନ୍ସ ରେ ଇଣ୍ଟର ମିଡିଏଟ ଫାଂଷ୍ଟିଙ୍ଗ କୁ ନେଇ ଅନେକ ଗୁଡିଏ ଗବେଷଣା କରାଯାଇଛି । ଅନେକ ଗବେଷକ ଉପବାସ କୁ ଶରୀର ପାଇଁ ହିତକର ମଧ୍ୟ କହିଛନ୍ତି । ଗବେଷକ ଙ୍କ ମତରେ ସପ୍ତାହ କୁ ମାତ୍ର ଗୋଟିଏ ଦିନ ଉପବାସ ନିହାତି କରିବା ଜରୁରୀ । ଆସନ୍ତୁ ଜାଣିବା ସପ୍ତାହ କୁ ଗୋଟିଏ ଦିନ ଉପବାସ କରିବା ଦ୍ୱାରା କେଉଁସବୁ ଲାଭ ମିଳିଥାଏ ।

    ସପ୍ତାହରେ ଗୋଟିଏ ଦିନ ଉପବାସ କରିବାର ପ୍ରଭାବ –
    ଯେତେବେଳେ ଆମେ ସପ୍ତାହ ରେ ଗୋଟିଏ ଦିନ ଉପବାସ କରିଥାଉ ଓ ୨୪ ଘଣ୍ଟା ଭୋଜନ କରିନଥାଉ, ସେତେବେ ଆମ ଏନର୍ଜି ପାଇଁ ଶରୀର ରେ ଜମା ରହିଥିବା ଫ୍ୟାଟ କାମରେ ଆସିଥାଏ । ଏହି ଉପବାସ ସମୟ ରେ ଆମେ କୌଣସି ଖାଦ୍ୟ ଗ୍ରହଣ ନକରି କେବଳ ଜଳ ଗ୍ରହଣ କରିବା ଜରୁରୀ । ଯଦି ଆମେ ଚାହିଁବା ତେବେ ଯେ କୌଣସି କ୍ୟାଲୋରୀ ବିହୀନ ଡ୍ରିଂକ୍ସ ସେବନ କରିପାରିବା।
    ଏପରି କରିବା ଦ୍ୱାରା ଓଜନ ହ୍ରାସ ହୋଇଥାଏ ଓ ଆମ ମେଟାବୋଲିଯିମ ଉପରେ ସକାରାତ୍ମକ ପ୍ରଭାବ ପଡିଥାଏ । ଏହାଛଡା ହାର୍ଟର ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ ହିତକର । ଗବେଷକ ଙ୍କ ମତରେ ସପ୍ତାହ ରେ ଗୋଟିଏ ଦିନ ଉପବାସ ରହିବ ଦ୍ୱାରା ଓଜନ ହ୍ରାସ ପାଇଁ ସାହାଯ୍ୟ ମିଳିଥାଏ । କିନ୍ତୁ ଏଥିପାଇଁ ଠିକ ଉପାୟ ଜଣାଥିବା ଜରୁରୀ । ଉପବାସ ସମୟରେ ଅଧିକ ରୁ ଅଧିକ ପାଣି ପିଇବା ଜରୁରୀ ଯାହାକି ପରିଶ୍ରା ମାଧ୍ୟମ ରେ ଶରୀର ଡ଼ିଟକ୍ସ ହୋଇଥାଏ।

    – ୨୪ ଘଣ୍ଟା ପର୍ଯ୍ୟନ୍ତ ଉପବାସ ରହିବ ଦ୍ୱାରା ହାର୍ଟ ମଧ୍ୟ ସୁସ୍ଥ ରହିଥାଏ । ଏହି ଅଧ୍ୟୟନ ରେ ଜୀବଜନ୍ତୁ ଙ୍କୁ ନିଆଯାଇ ଅଧ୍ୟୟନ କରାଯାଇ ଥିଲା । ଯେଉଁଥିରେ ଜଣା ପଡିଥିଲା ଯେ ସପ୍ତାହ କୁ ଠାରେ ଉପବାସ କରିବା ଦ୍ୱାରା କ୍ୟାନ୍ସର ଭଳି ମାରାତ୍ମକ ବ୍ୟାଧି ରୁ ଦୁରେଇ ହୋଇ ରହିବା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    32 ° C
    32 °
    32 °
    38 %
    5kmh
    71 %
    Sun
    36 °
    Mon
    43 °
    Tue
    42 °
    Wed
    45 °
    Thu
    44 °

    ସମ୍ବନ୍ଧିତ