Wednesday, January 21, 2026
14.4 C
Odisha

    ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ  ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା।  କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି। ଏଥିପାଇଁ ସେମାନେ ନିଜ ଜମିକୁ ସରକାରଙ୍କୁ ଫେରାଇବେ।  ତାପରେ ସେମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ଜମି ସରକାର ଯୋଗାଇ ଦେବେ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି ।

    ବିଡ଼ିଏଠାରୁ ଅନୁମତି ନେଇ ଜଣେ ଜମିର କିଛି ଅଂଶ ବିକ୍ରି କରିପାରିବେ। କିନ୍ତୁ କେତେଟା ବିକ୍ରି ହୋଇଛି ତାର ଆମେ ରିପୋର୍ଟ ମାଗିଛୁ। ରିପୋର୍ଟ ଆସିବା ପରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

    ଖଣ୍ଡଗିରି ସବ୍ ରେଜିଷ୍ଟ୍ରୀ ଅଫିସର ମହିଳା କିରାଣି ଲାଞ୍ଚ ନେବା ଘଟଣାରେ ତଦନ୍ତ ଚାଲିଛି। ଯେଉଁମାନେ ମନ୍ଦ ଉଦ୍ଦେଶ୍ଯ ରଖି ପାର୍ଟ ପ୍ଲଟ ପଞ୍ଜିକରଣ କରିଥିବେ ସେମାନେ ଆଶା ଠାରୁ ବି ଅଧିକ ଦଣ୍ଡ ପାଇବେ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.4 ° C
    14.4 °
    14.4 °
    60 %
    1.1kmh
    0 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    32 °

    ସମ୍ବନ୍ଧିତ