Monday, August 17, 2026
23.5 C
Odisha

    ୫ ମାସରେ ୯୦ ସରକାରୀ ବାବୁଙ୍କ ବିରୋଧରେ ମାମଲା

    ଆଗକୁ ପଢନ୍ତୁ

    ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ବିଜେଡି ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଏହି ଲିଖିତ ଉତ୍ତର ରଖିଛନ୍ତି। ରୁଜୁ ହୋଇଥିବା ମାମଲା ମଧ୍ୟରେ ରାଜସ୍ୱ ବିଭାଗରେ ସର୍ବାଧିକ ୨୦ ଅଧିକାରୀ ଅଛନ୍ତି। ସେହିପରି ପଞ୍ଚାୟତିରାଜ ବିଭାଗର ୧୮ ଜଣ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    95 %
    3.3kmh
    100 %
    Mon
    27 °
    Tue
    26 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ