Monday, March 23, 2026
20.4 C
Odisha

    ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୫ ଜଣ କାର୍ଯ୍ୟରତ ଡାକ୍ତରଙ୍କୁ ନୋଟିସ

    ଆଗକୁ ପଢନ୍ତୁ

    ଜୟପୁର : ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୫ ଜଣ କାର୍ଯ୍ୟରତ ଡାକ୍ତରଙ୍କୁ ନୋଟିସ । ନିୟମିତ ଅନୁପସ୍ଥିତ ଓ ଫିଙ୍ଗରପ୍ରିଣ୍ଟ, ଫେସଲକ୍ ନିୟମ ନମାନିବା ଅଭିଯୋଗରେ ଏହି ନୋଟିସ ହୋଇଛି । ଏ ନେଇ ନୋଟିସ ଜାରି କଲେ ଡାକ୍ତରଖାନାର ସୁପରିଟେଣ୍ଡେଣ୍ଟ ତଥା ଜିଲ୍ଲା ଚିକିତ୍ସା ଅଧିକାରୀ । ଏପରିକି ଏହି ଡାକ୍ତରମାନେ ଗତ ୬ ତାରିଖ ଦିନ ଜୟପୁରରେ ଅନୁଷ୍ଠିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ରିଭ୍ୟୁ ବୈଠକରେ ମଧ୍ୟ ଯୋଗ ଦେଇନଥିଲେ । ଏହାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅସନ୍ତୋଷ ପ୍ରକାଶ କରିବା ସହ ସମସ୍ତ ଡାକ୍ତରଙ୍କୁ ଆସନ୍ତା ୧୦ ତାରିଖ ସୁଦ୍ଧା ଲିଖିତ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.4 ° C
    20.4 °
    20.4 °
    39 %
    1.4kmh
    0 %
    Mon
    33 °
    Tue
    36 °
    Wed
    38 °
    Thu
    39 °
    Fri
    39 °

    ସମ୍ବନ୍ଧିତ