Monday, July 6, 2026
25.4 C
Odisha

    ଝାଡଖଣ୍ଡକୁ ମିିଳିଲେ ନୂଆ ମୁଖ୍ୟମନ୍ତ୍ରୀ ।ଶପଥ ନେଲେ ଚମ୍ପାଇ ସୋରେନ୍

    ଆଗକୁ ପଢନ୍ତୁ

    ଜମି ଦୁର୍ନୀତି ମାମଲାରେ ଗିରଫ ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଆଜି ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜଭବନରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଥିଲେ ରାଜ୍ୟପାଳ। ତାଙ୍କ ସହ କଂଗ୍ରେସ ବିଧାୟକ ଅଲଗିର ଆଲାମ ଏବଂ ଆରଜେଡି ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।ଅନ୍ୟପଟେ ଶୁକ୍ରବାର ସୁପ୍ରିମ୍ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏକ ପିଟିସନ ଦାଖଲ କରିଥିଲେ। ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    25.4 ° C
    25.4 °
    25.4 °
    86 %
    4.6kmh
    100 %
    Mon
    26 °
    Tue
    28 °
    Wed
    32 °
    Thu
    31 °
    Fri
    30 °

    ସମ୍ବନ୍ଧିତ