Sunday, September 13, 2026
28.7 C
Odisha

    ପରଲୋକରେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାଶ ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ