Tuesday, September 29, 2026
24.9 C
Odisha

    ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଡ୍ରେସର ରଙ୍ଗ ପରିବର୍ତ୍ତନ କରାଯାଇପାରେ: ନିତ୍ୟାନନ୍ଦ ଗଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଗାମୀ ଦିନରେ ବଦଳିପାରେ ସ୍କୁଲ ୟୁନିଫର୍ମ। ଏନେଇ ସଙ୍କେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ଯେପରି ଅଛି, ସେହିପରି ରହିବ। ହେଲେ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ପରିବର୍ତ୍ତନ କରାଯାଇପାରେ। ଏନେଇ ଆଲୋଚନା କରାଯାଉଥିବା ନେଇ ସେ ସୂଚନା ଦେଇଛନ୍ତି।କିଛି ଦିନ ତଳେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମର ରଙ୍ଗ ପରିବର୍ତ୍ତନ କରାଯାଇଥିଲା। ଧଳା ସହ ସବୁଜ ରଙ୍ଗ ଥିଲା ପୋଷାକର ରଙ୍ଗ। ହେଲେ ଏବେ ଏହାକୁ ପରିବର୍ତ୍ତନ କରାଯିବା ନେଇ ଆଲୋଚନା ଚାଲିଥିବା କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.9 ° C
    24.9 °
    24.9 °
    83 %
    1.1kmh
    11 %
    Tue
    25 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ