Monday, June 22, 2026
29.7 C
Odisha

    ବିଭୂତି ଭୂଷଣ ସିଂହ ମର୍ଦ୍ଦାରାଜଙ୍କ ଦେହାନ୍ତ, ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୟାଗଡ଼ : ଖଣ୍ଡପଡାଗଡ଼ର ରାଜା ବିଭୂତି ଭୂଷଣ ସିଂ ମର୍ଦ୍ଦରାଜଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଏହାସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ।

    ବିଭୁତି ଭୂଷଣ ସିଂହ ମର୍ଦ୍ଦାରାଜଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ ବୋଲି କହିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି ପ୍ରାର୍ଥନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.7 ° C
    29.7 °
    29.7 °
    56 %
    1.2kmh
    99 %
    Mon
    28 °
    Tue
    37 °
    Wed
    39 °
    Thu
    39 °
    Fri
    34 °

    ସମ୍ବନ୍ଧିତ