Monday, April 6, 2026
23.6 C
Odisha

    ବୈପାରିଗୁଡାରେ ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋ‌ଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ବର/ବୈପାରିଗୁଡା:  ବୈପାରିଗୁଡା ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତକମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକମାନଙ୍କ ନିକଟ ସଂପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯିବ। ଏଣେ ଆହତମାନଙ୍କୁ ମାଗଣାରେ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେ ମୃତକମାନଙ୍କ ପରିବାରକୁ ସମବେଦନା ବି ଜଣାଇଛନ୍ତି। ଅଧୁରା ରହିଗଲା ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର ଦର୍ଶନ। ଏକ ପର୍ଯ୍ୟଟନ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୋରାପୁଟ ଜିଲ୍ଲା ବୈପାରିଗୁଡାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରଠାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ