Friday, March 13, 2026
37.7 C
Odisha

    ମାଲକାନଗିରିରେ ୩ ମୃତ: ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମାଲକାନଗିରିରେ ବସ୍‌ ଧକ୍କାରେ ୩ ବାଇକ୍‌ ଆରୋହୀଙ୍କ ମୃତ୍ୟୁ  ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି। ଏହାଛଡ଼ା ସେ ମୃତକଙ୍କ ନିକଟତମ ସଂପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ନେଇ ଘୋ‌ଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    7 %
    4.1kmh
    1 %
    Fri
    37 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ