Monday, October 5, 2026
29.8 C
Odisha

    ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍‌ର ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମ୍ୟାଚ୍‌ର ଟିକେଟ କିଣିଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୁଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲିମ୍ପିକ ଆସୋସିଏସନର ସଂପାଦକ  ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚ୍‌ର ପ୍ରଥମ ଟିକେଟ କିଣିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.8 ° C
    29.8 °
    29.8 °
    52 %
    1.6kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ