Saturday, April 19, 2025
40.3 C
Odisha

    ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ହିତାଧିକାରୀଙ୍କୁ ମିଳିଲା ବିଏସ୍କେୱାଇ ନବୀନ କାର୍ଡ । ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଖୋର୍ଦ୍ଧା ଓ ସମ୍ବଲପୁରର ହିତାଧିକାରୀଙ୍କୁ ଏହି କାର୍ଡ ବଂଟନ କରାଯାଇଛି ।ରାଜ୍ୟର ପ୍ରତି ବ୍ଲକସ୍ତରରେ ୧୦୦ଟି ଲେଖାଏଁ କାର୍ଡ ବାଂଟିବାର ବ୍ୟବସ୍ଥା ହୋଇଛି । ଏହି କାର୍ଡ ପାଇଁ ବର୍ତମାନ ସୁଦ୍ଧା ୪ ଲକ୍ଷ ୮୧ ହଜାର ୪୮୧ ହିତାଧିକାରୀ ଆବେଦନ କରିଛନ୍ତି । ସେମାନଙ୍କ ଯାଂଚ ପ୍ରକ୍ରିୟା ଜାରି ରହିଛି । ଡିଆରଡିଏ ଅଧିକାରୀ ଚୟନ ହୋଇଥିବା ହିତାଧିକାରୀଙ୍କ ପରିଚୟପତ୍ର ଯାଂଚ କରିବା ପରେ କାର୍ଡ ବଂଟନ କରାଯାଉଛି । ଏହି କାର୍ଡ ଦ୍ୱାରା ତାଲିକାଭୁକ୍ତ ହୋଇଥିବା ଘରୋଇ ଚିକିତ୍ସାଳୟରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    40.3 ° C
    40.3 °
    40.3 °
    15 %
    2.5kmh
    49 %
    Sat
    40 °
    Sun
    43 °
    Mon
    43 °
    Tue
    44 °
    Wed
    45 °

    ସମ୍ବନ୍ଧିତ