Wednesday, November 11, 2026
25.5 C
Odisha

    ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜିକରଣ

    ଆଗକୁ ପଢନ୍ତୁ

    ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ହେବ। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଶୁଣାଣି କରିବେ। ଏଥିପାଇଁ ଲୋକେ ଦିନ ୮ଟାରୁ ୧୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ। ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ଆରମ୍ଭ ହୋଇଛି। ପ୍ରତି ସୋମବାର ଦିନ ୧୧ଟାରୁ ମୋହନ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.5 ° C
    25.5 °
    25.5 °
    58 %
    1.3kmh
    0 %
    Wed
    27 °
    Thu
    26 °
    Fri
    26 °
    Sat
    27 °
    Sun
    27 °

    ସମ୍ବନ୍ଧିତ