Thursday, April 9, 2026
32 C
Odisha

    ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବା ଲାଗି ପୁଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ ତାଗିଦ କରିଛନ୍ତି।
    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୁଲିସ ଲୋକଙ୍କୁ ଭଲ ପାଇଲେ, ପୁଲିସର ବିଶ୍ବସନୀୟତା ବଢ଼ିବ। ଏଣୁ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବାକୁ ପୁଲିସ କର୍ମଚାରୀଙ୍କୁ କହିଛନ୍ତି। ଆଗ ଭଳି ଆଉ ପୁଲିସ ବ୍ୟବସ୍ଥା ଚାଲିବ ନାହିଁ ବୋଲି ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀମ‌ାନଙ୍କୁ ରୋକଠୋକ୍ ଶୁଣାଇଛନ୍ତି। ନିଜର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଲିସ ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32 ° C
    32 °
    32 °
    35 %
    0.9kmh
    87 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ