Saturday, October 10, 2026
24.5 C
Odisha

    ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଅପରାହ୍ନରେ ପୁରୀ ଗସ୍ତରେ ଯିବେ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ହେବେ । ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗରେ ଏଏସଆଇର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ମୁଖ୍ୟମନ୍ତ୍ରୀ ।ଆଲୋଚନା କରିପାରନ୍ତି ବୋଲି କୁହାଯାଉଛି.।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ