Monday, April 6, 2026
23.4 C
Odisha

    ପଶ୍ଚିମ ଓଡ଼ିଶା ପାଇଁ ବିଜେଡିର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ: ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ପଶ୍ଚିମ ଓଡ଼ିଶା ପାଇଁ ବିଜେଡି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି। ଦୁଇଦିନ ଧରି ପଶ୍ଚିମ ଓଡ଼ିଶାକୁ ନେଇ ମାରାଥନ ବୈଠକ ହୋଇଛି। ଗତକାଲି ନବୀନ ନିବାସରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା ଏକାଠି ହୋଇଥିଲେ। ଆଜି ମଧ୍ୟ ଶଙ୍ଖଭଵନରେ ପଶ୍ଚିମ ଓଡ଼ିଶା ନେତାଙ୍କ ବୈଠକ ଅନୁ‌ଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବ ଶୀଘ୍ର ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    69 %
    1.1kmh
    3 %
    Mon
    38 °
    Tue
    35 °
    Wed
    37 °
    Thu
    37 °
    Fri
    37 °

    ସମ୍ବନ୍ଧିତ