Tuesday, September 15, 2026
24.1 C
Odisha

    ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।ଏଣେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଆପଣ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ। ଏହି ବର୍ଷ ଆପଣ ସମସ୍ତଙ୍କର ଜୀବନରେ ନୂତନ ଉତ୍ସାହ, ନୂତନ ତରଙ୍ଗ ଭରିଦେଉ ଏବଂ ନୂତନ ଶକ୍ତି ଯୋଗାଉ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.1 ° C
    24.1 °
    24.1 °
    87 %
    0.9kmh
    13 %
    Tue
    31 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ