Saturday, April 4, 2026
29 C
Odisha

    ମା’ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭିଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କର ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି। ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ…

    ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    47 %
    1.6kmh
    100 %
    Sat
    29 °
    Sun
    36 °
    Mon
    36 °
    Tue
    39 °
    Wed
    39 °

    ସମ୍ବନ୍ଧିତ