Wednesday, April 8, 2026
34.5 C
Odisha

    ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଡଙ୍ଗା, ସମସ୍ତ ଯାତ୍ରୀ ଫସିଥିବା ସୂଚନା

    ଆଗକୁ ପଢନ୍ତୁ

    ପୁରୀ: ଚିଲିକା ମଝିରେ ଫସିଲା ଯାନ୍ତ୍ରିକ ତ୍ରୁଟି ଯୋଗୁ ଫସି ରହିଛି ଯାତ୍ରୀବାହୀ ଡଙ୍ଗା । ଡଙ୍ଗାରେ ୬୦ରୁ ଊର୍ଦ୍ଧ୍ବ ଯାତ୍ରୀ ଓ ୩୦ ବାଇକ୍ ଥିବା ସୂଚନା ମିଳିଛି । ଏହି ଡଙ୍ଗାଟି ଦିନ ଗୋଟାଏରେ ଜହ୍ନିକୁଦା ଘାଟ ନିକଟରୁ ସାତପଡ଼ା ଅଭିମୁଖେ ଚିଲିକାରେ ଯାତ୍ରା ଆରମ୍ଭ କରିଥିଲା। ତେବେ କିଛି ବାଟ ଯିବା ପରେ ଡଙ୍ଗାର ମେସିନ ଖରାପ ହୋଇଯାଇଥିବା ଯୋଗୁଁ ଏହା ମଝି ଚିଲିକାରେ ଅଟକି ରହିଛି । ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିବେଦନ କରିଛନ୍ତି ଫସିରହିଥିବା ଯାତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    0.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ