Thursday, March 26, 2026
37.1 C
Odisha

    ଚୀନରେ ଭୟଙ୍କର ଭୂମିକମ୍ପରେ ୧୧୧ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଚୀନରେ ଭୟଙ୍କର ଭୂମିକମ୍ପ  । ଏହି ଭୂକମ୍ପରେ ଶେଷ ଖବର ସୁଦ୍ଧା ୧୧୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଉତ୍ତର-ପଶ୍ଚିମ ଚୀନରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି । ରିକ୍ଟର ସ୍କେଲରେ ତିବ୍ରତା ୬.୨ ଥିବା ରେକର୍ଡ ହୋଇଛି । ଭୂମିକମ୍ପ ପ୍ରଭାବରେ ଆଇସଲ୍ୟାଣ୍ଡରେ ଆଗ୍ନେୟ ଉଦଗିରଣ ମଧ୍ୟ ହୋଇଛି । କୁହାଯାଉଛି ଯେ ଏହି ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏଥିରେ ଅନେକ କୋଠା ମଧ୍ୟ ଭୁଶୁଡି ପଡ଼ିଛି ଏବଂ ଚାରିଆଡ଼େ ଚିତ୍କାର ଶୁଣିବାକୁ ମିଳିଥିଲା । ବେଜିଂ ରାଜଧାନୀଠାରୁ ପ୍ରାୟ ୧୪୫୦ କିଲୋମିଟର ଦକ୍ଷିଣ-ପଶ୍ଚିମଦିଗରେ ଅବସ୍ଥିତ ପ୍ରାଦେଶିକ ରାଜଧାନୀ ଗାନ୍ସୁରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ଖବର ମିଳିବା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    19 %
    2.7kmh
    2 %
    Thu
    37 °
    Fri
    40 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ