Friday, October 23, 2026
22.8 C
Odisha

    ନିୟନ୍ତ୍ରଣକୁ ଆସୁନି ରାଉରକେଲାରେ ହଇଜା ସ୍ଥିତି, ୧୬ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ

    ଆଗକୁ ପଢନ୍ତୁ

    ନିୟମନ୍ତ୍ରଣକୁ ଆସିନି ରାଉରକେଲାରେ ହଇଜା ସ୍ଥିତି । ହଇଜାରେ ଆଉ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ବେସରକାରୀ ଭାବେ ମୃତ୍ୟୁ ସଂଖା ୧୬ରେ ପହଞ୍ଚିିଛି । ମୃତକ ହେଉଛନ୍ତି କୁଆରମୁଣ୍ଡା ଅଞ୍ଚଳର ସୁବୋଧ ଟପ୍ପୋ । ଝାଡାବାନ୍ତିରେ ଗୁରୁତର ହୋଇ ସେ ଆଇଜିଏଚ୍ରେ ଭର୍ତି ହୋଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୧୬ ଥିବା ବେଳେ ହଇଜାରେ ୯ ମୃତ୍ୟୁ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.8 ° C
    22.8 °
    22.8 °
    71 %
    1.5kmh
    33 %
    Fri
    22 °
    Sat
    29 °
    Sun
    28 °
    Mon
    28 °
    Tue
    29 °

    ସମ୍ବନ୍ଧିତ