Friday, September 11, 2026
24.4 C
Odisha

    ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ନିକଟରେ ରଖିଲେ ଦାବି

    ଆଗକୁ ପଢନ୍ତୁ

    ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲିଠୁ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.4 ° C
    24.4 °
    24.4 °
    95 %
    2kmh
    95 %
    Fri
    25 °
    Sat
    25 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ