Friday, November 14, 2025
25.3 C
Odisha

    ପୁଲିସ ଅଧିକାରୀଙ୍କ ସହ ହୋଲି ପାଳନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ସହ ହୋଲି ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହାର ଭିଡିଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ୍ କରିଛନ୍ତି। ଉତ୍ସବ ପରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    34 %
    2.6kmh
    0 %
    Fri
    25 °
    Sat
    25 °
    Sun
    25 °
    Mon
    26 °
    Tue
    25 °

    ସମ୍ବନ୍ଧିତ