Sunday, September 20, 2026
24.1 C
Odisha

    ପୁଲିସ ଅଧିକାରୀଙ୍କ ସହ ହୋଲି ପାଳନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ସହ ହୋଲି ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହାର ଭିଡିଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ୍ କରିଛନ୍ତି। ଉତ୍ସବ ପରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    94 %
    1.1kmh
    92 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ