Friday, October 2, 2026
24.8 C
Odisha

    ରାଜ୍ୟ ଅତିଥି ଭବନରେ ରକ୍ଷାବନ୍ଧନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀମାନେ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ଏହାସହ ବିଭିନ୍ନ ଅନୁଷ୍ଠାନର ମହିଳା ଓ ମହିଳା ସାମ୍ବାଦିକା ମଧ୍ୟ ସାମିଲ ହୋଇଥିଲେ। ଅତିଥି ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ଉପସ୍ଥିତି ଥିଲେ। ଅନ୍ୟପଟେ ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଛନ୍ତି ସେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତି ଥିଲେ। ସମ୍ବାଦ ଗ୍ରୁପର ଆଜିଠାରୁ ନିଶାମୁକ୍ତି ଅଭିଯାନ ଆରମ୍ଭ ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    85 %
    1.3kmh
    97 %
    Fri
    24 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ