Tuesday, April 7, 2026
24.1 C
Odisha

    ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। “ଓଡ଼ିଆ ସାମ୍ବାଦିକତା ଦିବସ” ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    74 %
    1.9kmh
    1 %
    Mon
    24 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ