Friday, October 2, 2026
28.6 C
Odisha

    ରତ୍ନଭଣ୍ଡାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

    ଆଗକୁ ପଢନ୍ତୁ

    ରତ୍ନଭଣ୍ଡାର ଖୋଲିବା ନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ୍ ମିଡିଆ ଏକ୍ସରେ ଟ୍ୱିଟ୍ କରି ଲେଖିଛନ୍ତି, ହେ ମହାପ୍ରଭୁ ତୁମେ ଲୀଳାମୟ । ତୁମ ଇଚ୍ଛାରେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା । ଏହି ମହାନ କାର୍ଯ୍ୟ ସଫଳ ହେବ ମୋର ବିଶ୍ୱାସ । ତୁମ ଇଚ୍ଛାରେ ଓଡିଆ ଜାତି ଆଜି ଆଗକୁ ବଢୁଛି । ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢୁଛି । ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡିଆ ଜାତି, ଗୋଷ୍ଠୀ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ । ଏତିକି ଆପଣଙ୍କ ନିକଟରେ ପ୍ରାଥନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.6 ° C
    28.6 °
    28.6 °
    75 %
    1.8kmh
    59 %
    Fri
    27 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ