Saturday, October 10, 2026
22.4 C
Odisha

    ଜୟପୁର ପରେ ନବରଙ୍ଗପୁରରେ ସରକାରୀ ଯୋଜନାର ସଫଳତା କଥା କହିଲେ ନବୀନ

    ଆଗକୁ ପଢନ୍ତୁ

    ଜୟପୁରରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ବେଳେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନାର ସଫଳତାର କଥା ଗୋଟି ଗୋଟି କରି ଜନତାଙ୍କୁ ପଚାରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ର ବୃତ୍ତି ବ୍ୟବସ୍ଥା , ଚାଷୀଙ୍କ ପାଇଁ କାଳିଆ ଯୋଜନା ସଫଳ ସଫଳ ହୋଇଛି କି ନାହିଁ ବୋଲି ଜନତାଙ୍କୁ ପଚାରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ନିଜ ପାଇଁ ଜନତାଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ , ଶଂଖ ଚିହ୍ନ ଓ କୋରାପୁଟରେ ବିଜେଡିର ପ୍ରାର୍ଥୀଙ୍କ ପାଇଁ ଭୋଟରଙ୍କ ଆଶୀର୍ବାଦ ଲୋଡିଥିଲେ ମୁଖ୍ୟମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ