Sunday, October 11, 2026
29.5 C
Odisha

    ସଡକ ଦୁର୍ଘଟଣାରେ ୩ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରବର୍ଗକୁ ସେ ଗଭୀର ସମବେଦନା ଜଣାଇଛନ୍ତି। ଏଥିସହିତ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ମଧ୍ୟ ଘୋଷଣା କରିଛନ୍ତି ମୁଖ୍ଯମନ୍ତ୍ରୀ।ଏହା ସହିତ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ