Saturday, September 26, 2026
28.5 C
Odisha

    ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି । ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ମ୍ଯୁଜିୟମ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.5 ° C
    28.5 °
    28.5 °
    78 %
    3.4kmh
    68 %
    Sat
    29 °
    Sun
    29 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ