Sunday, March 22, 2026
21.2 C
Odisha

    ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନମାନଙ୍କ ପାରିଶ୍ରମିକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବଢିଲା ମାଟ୍ରନଙ୍କ ପାରିଶ୍ରମିକ। ୫ ହଜାର ଟଙ୍କା ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନଙ୍କ ପାରିଶ୍ରମିକ। ସେମାନଙ୍କ ପାରିଶ୍ରମିକ ୧୦ ହଜାରରୁ ୧୫ ହଜାରକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏତଦବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟବଶତଃ ମୃତ୍ୟୁବରଣ କରନ୍ତି, ତେବେ ତାଙ୍କ ନିକଟତମ ସମ୍ପର୍କୀୟଙ୍କୁ ଏକକାଳୀନ ଦୁଇଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    46 %
    1.9kmh
    53 %
    Sun
    33 °
    Mon
    35 °
    Tue
    37 °
    Wed
    39 °
    Thu
    38 °

    ସମ୍ବନ୍ଧିତ